Masthead

ନେପାଳରେ ବଡ଼ ଧରଣର ଭୂକମ୍ପ

ନେପାଳ(ବଡ଼ ଖବର ବ୍ୟୁରୋ): ନେପାଳରେ ବଡ଼ ଧରଣର ଭୂକମ୍ପ । ରିକ୍ଟର ସ୍କେଲରେ ତୀବ୍ରତା ୬.୪ । ଭୂମିକମ୍ପରେ ୧୨୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଲେ ଏବେ ବି ମାଟି ତଳେ ଅନେକ ରହିଥିବା ଆଶଙ୍କା । ୧୪୦ରୁ ଅଧିକ ଆହତ ହୋଇଛନ୍ତି । ମାଟି ଅତଡ଼ା ତଳୁ ଚାଲିଛି ଜୀବନ ଖୋଜା । ଗତକାଲି ରାତି ପ୍ରାୟ ୧୧ଟା ୩୨ରେ ଭୂକଂପ ଝଟକା ଅନୁଭୂତ ହୋଇଥିଲା । ଭୂକଂପ ପରେ ଉଦ୍ଧାର ଓ ରିଲିଫ କାର୍ୟ୍ୟ ଜୋରଦାର କରାଯାଇଛି । ଅନେକ ଲୋକେ ଭଗ୍ନାବଶେଷ ତଳେ ଚାପି ହୋଇ ରହିଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା