Masthead

ଆରେଷ୍ଟ ହେଲେ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟୁଟୁ ନାୟକ ଗିରଫ । ଆରେଷ୍ଟ ହେଲେ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ । ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଅଭିଯୋଗରେ ଖାରବେଳ ନଗର ଥାନା ପୋଲିସ ତାଙ୍କୁ ଗିରଫ କରିଛି । ପୋଲିସର ଏକ ସ୍ୱତନ୍ତ୍ର ଟିମ ତାଙ୍କୁ ପଚରାଉଚରା କରିଥିଲେ । ଏନେଇ ଭୁବନେଶ୍ୱର ଜୋନ-୪ ଏସିପି ମାନସ ଗଡ଼ନାୟକ ସୂଚନା ଦେଇଛନ୍ତି । ଟୁଟୁଙ୍କ ବିରୋଧରେ ଲାଗିଛି ସଙ୍ଗୀନ ଦଫା । ୩୫୪, ୨୯୪, ୩୪୧, ୩୨୩ ଦଫାରେ ତାଙ୍କୁ ଗିରଫ କରାଯାଇଛି ।

ଟୁଟୁଙ୍କୁ ଗିରଫ କରିବା ନେଇ ଡିସିପିଙ୍କୁ ଭେଟିଥିଲା ମହିଳା ସାମ୍ବାଦିକ ସଂଘ । ସେପଟେ ଟୁଟୁ ନାୟକଙ୍କ ବିରୋଧରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ମହିଳା କମିଶନ । ଘଟଣା ସଂପର୍କରେ ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କରିଛନ୍ତି । ୧୫ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ନିଦେ୍ର୍ଦଶ ଦିଆଯାଇଛି । ଗତକାଲି ମହିଳା ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ନେଇ ଟୁଟୁଙ୍କ ନାମରେ ଖାରବେଳ ଥାନାରେ ଏଫଆଇଆର ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ