Masthead

କାଲି ଛତିଶଗଡ଼ ବିଧାନସଭା ନିର୍ବାଚନ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଛତିଶଗଡ଼ ବିଧାନସଭା ନିର୍ବାଚନ । ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ପାଇଁ ସରିଛି ପ୍ରଚାର । ୯୦ ଆସନ ବିଶିଷ୍ଟ ଛତିଶଗଡ଼ରେ ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନରେ ମତଦାନ କରିବେ ଭୋଟର୍ । ଅବିଭକ୍ତ ବସ୍ତର ଓ ରାଜନନ୍ଦଗାଓ ମାଓ ପ୍ରବଣ ଅଞ୍ଚଳ ହୋଇଥିବାରୁ, ଭୋଟିଂ ପୂର୍ବରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମାଓ ଗତିବିଧି ଉପରେ କଡ଼ା ନଜର ରଖାଯାଇଛି । ବିଭିନ୍ନ ସ୍ଥାନରେ ଯବାନଙ୍କ ପକ୍ଷରୁ କମ୍ବିଂ ଅପରେସନ୍ ଜାରି ରହିଛି ।

ଆସନ୍ତା ୧୭ରେ ଛତିଶଗଡ଼ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ । ଡିସେମ୍ବର ୩ ରେ ଭୋଟ ଗଣତି ହେବ ବୋଲି ଜଣା ପଡ଼ିଛି । କଂଗ୍ରେସ ପୁଣି କ୍ଷମତାକୁ ଆସିଲେ କ୍ୱିଣ୍ଟାଲ ପିଛା ୩୨୦୦ ଟଙ୍କାରେ ଧାନ କିଣା ଯିବ ବୋଲି ଘୋଷଣା କରିଛି । ଏହା ସହ ସମସ୍ତ ଉପଭୋକ୍ତାଙ୍କୁ ମାସିକ ୨୦୦ ୟୁନିଟ ମାଗଣାରେ ଦିଆଯିବ । କୃଷି ଋଣ ମଧ୍ୟ ଛାଡ କରାଯିବ । ଏକର ପିଛା ୨୦ କ୍ୱିଣ୍ଟାଲ ଧାନ କ୍ରୟ କରାଯିବ । ସିଲିଣ୍ଡର ପିଛା ୫୦୦ ଟଙ୍କା ସବସିଡି ମାଗଣାରେ ମିଳିବ । ଛତିଶଗଡ଼ରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ହେବ । ଆସନ୍ତା ୭ରେ ପ୍ରଥମ ପର୍ଯ୍ୟାୟ ଏବଂ ୧୭ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ । ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନ ଲାଗି ଭୋଟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ