Masthead

ମୁଖ୍ୟମନ୍ତ୍ରୀ ଚାହିଁଲେ ସମାଧାନ ହେବ : ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଡ଼ ଖବରକୁ ସ୍ୱତନ୍ତ୍ର ସାକ୍ଷାତକାରରେ ରାଜ୍ୟସରକାରଙ୍କ ଉପରେ ବର୍ଷିଲେ ନରସିଂହ । ଓଲିଉଡ କଳି ଏବେ ଯେଉଁ ପୂର୍ବ ପଶ୍ଚିମ କଳିରେ ରୂପାନ୍ତରିତ ହୋଇଛି ସେଥିରେ ପ୍ରଥମେ ନିଆଁରେ ଘିଅ ଢାଳିଥିଲେ ନରସିଂହ ବୋଲି ଅଭିଯୋଗ ଉଠିଛି । ତାଙ୍କ ଅଡିଓ ମଧ୍ୟ ଭାଇରାଲ ହୋଇଥିଲା । କିନ୍ତୁ ନରସିଂହଙ୍କ କହିବାକଥା ଏସବୁ ପାଇଁ ଦାୟୀ ରାଜ୍ୟସରକାର ଆଉ ନିଜେ ମୁଖ୍ୟମନ୍ତ୍ରୀ । ପୁରା ଷ୍ଟୋରି ଜାଣିବା ଲିଙ୍କ ଉପରେ କ୍ଲିକ କରନ୍ତୁ…

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି