Masthead

ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା, ସିସିଟିଭି ଫୁଟେଜ ଆଧାରରେ ମାମଲା ରୁଜୁ କଲା ପୋଲିସ

ଅତାବିରା (ବଡ଼ ଖବର ବ୍ୟୁରୋ): ବରଗଡ଼ ଅମ୍ବାଭୋନା ଥାନାରେ ଯୁବକଙ୍କ ଉତ୍ତେଜନା । ଗତକାଲି ହୋଇଥିଲା ଥାନାରେ ଭଙ୍ଗାରୁଜା । ସିସିଟିଭି ଅଧାରରେ ମାମଲା ରୁଜୁ କଲା ପୋଲିସ । ମାମଲା ସହ ଅଭିଯୁକ୍ତଙ୍କ ତାଲିକା ପ୍ରସ୍ତୁତ । ଖୁବଶୀଘ୍ର ହେବ କାର୍ଯ୍ୟାନୁଷ୍ଠାନ: ପୋଲିସ । ଗତକାଲି ଅମ୍ବାଭନାର ତାମଦେଇ ଠାରେ ୨୫ ରୁ ୩୦ ଜଣ ଯୁବକ ପିକନିକ କରିବାକୁ ଯାଇଥିଲେ ।

ଏହି ସମୟରେ ସେଠାରେ ନିଶା କରବାର ଚାଲୁଥିବା ନେଇ ପୋଲିସ କୌଣସି ଏକ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା । ହେଲେ ସେଠାରୁ କୌଣସି ନିଶା ଦ୍ରବ୍ୟ ପାଇନଥିଲା ପୋଲିସ । ଏହାକୁ ନେଇ ପୋଲିସ ଓ ଯୁବକ ମାନଙ୍କ ମଧ୍ୟରେ କଥା କଟା କାଟି ହୋଇଥିଲା । ପରେ ଯୁବକ ମାନେ ଅମ୍ବାଭୋନା ଥାନାକୁ ଯାଇ ହାଙ୍ଗାମା କରିବା ସହ ଭଙ୍ଗାରୁଜା କରିଥିଲେ । ଘଟଣା ସ୍ଥଳରେ ବରଗଡ଼ ଏସଡିପିଓ ପହଂଚି ଯାଞ୍ଚ କରିବା ସହ ଏହାର ଅଧିକ ତଦନ୍ତ ଚଳାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?