Masthead

ଛତିଶଗଡ଼ ଓ ମିଜୋରାମ ନିର୍ବାଚନ, ୭୦ ପ୍ରତିଶତରୁ ଅଧିକ ଦେଲେ ଭୋଟ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ହୋଇଛି । ସେହିପରି ମିଜୋରାମରେ ସମସ୍ତ ୪୦ଟି ଆସନ ପାଇଁ ମତଦାନ ପ୍ରକ୍ରିୟା ସରିଛି । ଛତିଶଗଡ଼ରେ ଛତିଶଗଡ଼ରେ ୭୦.୮୭ ପ୍ରତିଶତ ଭୋଟିଂ ହୋଇଥିବା ବେଳେ ମିଜୋରାମରେ ୭୭.୦୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି ।

ଛତିଶଗଡ଼ର ମାଓବାଦୀ ପ୍ରଭାବିତ ବସ୍ତର ଡିଭିଜନ୍ ସମେତ ରାଜନନ୍ଦଗାଓଁ, ମୋହଲା-ମାନପୁର-ଅମ୍ବାଗଡ଼ଚୌକି, କବିରଧାମ ଏବଂ ଖୈରାଗଡ଼-ଛୁଇଖାଦାନ-ଗଣ୍ଡାଇରେ ମତଦାନ କରିଛନ୍ତି ଭୋଟର । ନକ୍ସଲଙ୍କ ଧମକକୁ ବେଖାତିର କରି ବହୁ ସଂଖ୍ୟାରେ ଭୋଟର ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ନିଜର ମତ ସାବ୍ୟସ୍ତ କରିଛଛନ୍ତି । ଛତିଶଗଡ଼ରେ ନଭେମ୍ବର ୧୭ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ବାକି ୭୦ଟି ଆସନ ପାଇଁ ପଡ଼ିବ ଭୋଟ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼