Masthead

ମୁନ୍ନା ଭାଇଙ୍କ ପ୍ରକୃତ ନାଁ କ’ଣ? ସିଦ୍ଧାନ୍ତ ନୁହେଁ ଅସଲି ନାମ

https://www.youtube.com/@Badakhabara

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଲିଉଡର ସୁପରଷ୍ଟାର । ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ର । ତାଙ୍କ ବିଷୟରେ ଜାଣିବା ପାଇଁ ତାଙ୍କ ନାଁ ହିଁ ଯଥେଷ୍ଟ । ଅଭିନେତାର ଯଥାର୍ଥକୁ ସେ ଦେଇଛନ୍ତି ସ୍ୱତନ୍ତ୍ର ପରିଚୟ । ଓଡ଼ିଶାର ଘରେ ଘରେ ମୁନ୍ନା ଭାଇ ନାଁ ରେ ତାଙ୍କୁ ଭଲପାଇବା ଦେଇଛନ୍ତି ଓଡ଼ିଆ ସିନେପ୍ରେମୀ । କେବଳ ସିନେମା ବୋଲି ନୁହେଁ, ରାଜନୀତିରେ ମଧ୍ୟ ତାଙ୍କର ରହିଛି ସେତିକି ଦବଦବା । ତେବେ ମୁନ୍ନା ଭାଇଙ୍କ ପ୍ରକୃତ ନାଁ କ’ଣ? ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ, ସିଦ୍ଧାନ୍ତଙ୍କ ପରି ଷ୍ଟାର, ଯାହାଙ୍କର ନାଁରେ ରହିଛି ତାଙ୍କ ସଫଳପୂର୍ଣ୍ଣ ଜୀବନୀ, ତାହା ଭୁଲ ନାଁ ବୋଲି । ପୂରା ଖବର ପାଇଁ ଦେଖନ୍ତୁ ବଡ଼ ଖବର…

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା