Masthead

ମହୁଆଙ୍କୁ ଅଯୋଗ୍ୟ ସୁପାରିସ୍‌ !

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଶ୍ନ ପାଇଁ ଲାଞ୍ଚ ମାମଲା । ମହୁଆ ମୈତ୍ରଙ୍କୁ ଅଯୋଗ୍ୟ ସୁପାରିସ୍‌ ସୂଚନା । ଲୋକସଭାର ଏଥିକ୍ସ କମିଟି ପକ୍ଷରୁ ସଦସ୍ୟତା ରଦ୍ଦ ପାଇଁ ସୁପାରିସ୍‌ । ଏନେଇ କମିଟିର ସଦସ୍ୟଙ୍କୁ ମିଳିଥିବା ୫ ଶହ ପୃଷ୍ଠାର ରିପୋର୍ଟରେ ଉଲ୍ଲେଖ । ଆଜି ବସିବାକୁ ଥିବା ବୈଠକରେ ବିଧିବଦ୍ଧ ସୂଚନା ଜାରି ହୋଇପାରେ । ବନ୍ଧୁ ବ୍ୟବସାୟୀଙ୍କୁ ସଂସଦର ଲଗ୍‌ ଇନ ପାସୱାର୍ଡ ଦେବା ଅଭିଯୋଗ ରହିଛି । ମହୁଆ ମୋଇତ୍ରଙ୍କ ବିରୋଧରେ ଆସିଥିବା ଦୁର୍ନୀତି ଅଭିଯୋଗର ତଦନ୍ତ କରିବାକୁ ଲୋକପାଳ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ।

ବିଜେପି ସାଂସଦ ନିଶିକାନ୍ତ ଦୁବେ ଏନେଇ ନିଜ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି । ବ୍ୟବସାୟୀ ଦର୍ଶନ ହୀରାନନ୍ଦରନୀଙ୍କ ଠାରୁ ଟଙ୍କା ନେଇ ମହୁଆ ସଂସଦରେ ଆଦାନି ପ୍ରସଙ୍ଗରେ ପ୍ରଶ୍ନ ପଚାରିଥିବା ଅଭିଯୋଗ ଆଣିଥିଲେ ନିଶିକାନ୍ତ । ଏନେଇ ସଂସଦର ଏଥିକ୍ସ କମିଟି ମହୁଆଙ୍କୁ ଜେରା କରିବା ପରେ ଏବେ ମାମଲାରେ ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଲୋକପାଳ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ