Masthead

ହମାସ ବିରୋଧରେ ଇସ୍ରାଏଲର ୪ ଘଣ୍ଟିଆ ଅସ୍ତ୍ରବିରତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହମାସ ବିରୋଧରେ ଇସ୍ରାଏଲର ୪ ଘଣ୍ଟିଆ ଅସ୍ତ୍ରବିରତି । ୩ ଦିନ ପାଇଁ ୪ ଘଣ୍ଟିଆ ଅସ୍ତ୍ରବିରତି ପାଇଁ ରାଜି ହେଲା ଇସ୍ରାଏଲ । ଗାଜାରେ ମାନବୀୟ ସହାୟତା ପାଇଁ ଇସ୍ରାଏଲର ଅସ୍ତ୍ରବିରତି । ଆମେରିକାର ବାରମ୍ବାର ଅପିଲ୍ ପରେ ଇସ୍ରାଏଲର ଅସ୍ତ୍ରବିରତି । ଗାଜାକୁ ପୁନଃ ଦଖଲ ପାଇଁ କୌଣସି ଯୋଜନା ନଥିବା କହିଲେ ନେତନ୍ୟାହୁ ।

ଉତ୍ତର ଗାଜାରେ ଇସ୍ରାଏଲ ଘନ ଘନ ରକେଟ ମାଡ କରୁଥିବାରୁ ସାଧାରଣ ନାଗରିକଙ୍କୁ ଯିବା ପାଇଁ ସମୟ ଦିଆଯିବ । ଯୁଦ୍ଧକୁ ମାସଟେ ପୁରିଯାଇଥିବା ବେଳେ ଇସ୍ରାଏଲ ସେନାର ଆକ୍ରମଣରେ ପ୍ରାୟ ୧୧ ହଜାର ପାଲେଷ୍ଟାଇନଙ୍କ ମୃତ୍ୟୁ ହେଲାଣି । ଯେଉଁଥିରେ ସାଢେ ୪ ହଜାର ଶିଶୁ ଅଛନ୍ତି । ଏହାଛଡା ଦେଢ ହଜାରୁ ଅଧିକ ଶିଶୁ ଏବେ ନିଖୋଜ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର