Masthead

ରବୀନ୍ଦ୍ର ସେଠୀ ହେଲେ ମୁଖ୍ୟମନ୍ତ୍ରୀଙ୍କ ଓଏସଡି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରବୀନ୍ଦ୍ର ସେଠୀ ହେଲେ ମୁଖ୍ୟମନ୍ତ୍ରୀଙ୍କ ଓଏସଡି । ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ରବୀନ୍ଦ୍ର କୁମାର ସେଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସଡି ଭାବେ ନିଯୁକ୍ତ କରାଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ପୂର୍ବତନ ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ବ୍ୟକ୍ତିଗତ ସଚିବ ଭାବେ ରବିନ୍ଦ୍ର ସେଠୀ କାମ କରୁଥିଲେ । ନିଜ ପଦରୁ ଇସ୍ତଫା ଦେବା ପରେ ସେ ସାଧାରଣ ପ୍ରଶାସନ ବିଭାଗରେ ଯୋଗ ଦେଇଥିଲେ । ପରେ ସେଠାରୁ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଓଏସଡି ଭାବେ ନିଯୁକ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ