Masthead

ଯେତେ ରଙ୍ଗ ମାରିଲେ ବି ସେ ରଙ୍ଗ ଆଗାମୀ ନିର୍ବାଚନରେ ଛାଡି ଯିବ: ଶରତ ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ଦଳର ମୁଖିଆଙ୍କ ପାଦ ତଳୁ ମାଟି ଖସିବା ଆରମ୍ଭ ହେଲାଣି। ସରକାରୀ ଯୋଜନାରେ ଶଙ୍ଖ ଚିହ୍ନ ଲଗାଇବା ନେଇ ଆମେ ବି ପୂର୍ବରୁ ରାଜ୍ୟପାଳଙ୍କୁ ଭେଟି ସାରିଛୁ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ସେ କହିଛନ୍ତି ଏବେ କେମିତି ଲୋକଙ୍କୁ ଆକୃଷ୍ଟ କରିବେ ସେ ଚିନ୍ତା କରୁଛି।

ଲିଗାଲ ଆଡଭାଇଜରଙ୍କ ସହ ଆଲୋଚନା ପରେ ଆଗାମୀ ପନ୍ଥା ଆପଣେଇବ କଂଗ୍ରେସ। ବିଜେଡିର ନୂଆ ଯୋଜନା ନିର୍ବାଚନରେ ପ୍ରଭାବ ପକାଇବ ନାହିଁ। ଯେତେ ସାଇକଲ ବାଣ୍ଟି ରଙ୍ଗ ମାରିଲେ ବି ସେ ରଙ୍ଗ ଆଗାମୀ ନିର୍ବାଚନରେ ଛାଡି ଯିବ। ଯୁବ ଭୋଟର୍ କଂଗ୍ରେସ ସହ ଅଛନ୍ତି। ବିଜେଡି ର ମିଶନ ୧୩୦ କେବେ ସଫଳ ହେବ ନାହିଁ, ଏଥର ପରିବର୍ତ୍ତନ ସୁନିଶ୍ଚିତ ବୋଲି କହିଛନ୍ତି ଶରତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ