ବାପା…ମୁଁ ବି ପାଠ ପଢି ହାକିମ ହେବି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଏପଟେ ପେଟ ପାଇଁ ସଂଗ୍ରାମ , ଅନ୍ୟ ପଟେ ଭବିଷ୍ୟତ ପାଇଁ ପ୍ରସ୍ତୁତି । ରାଜ୍ୟ ରାଜଧାନୀ ଭୁବନେଶ୍ୱରର ୧ ନମ୍ବର ପରିବା  ହାଟରେ ଆଳୁ ପିଆଜ ଦୋକାନ ଟିଏ, ଯେଉଁଠି ଦୋକାନୀ ଆଳୁ ପିଆଜ ବିକ୍ରୟ କରୁଛି ।  ଆଗ ପଟେ ଦୋକାନୀ ଆଳୁ ପିଆଜ ବିକୁଛି ।  ଆଉ ଦୋକାନୀର ଠିକ ପଛପଟେ ଛୋଟ ପିଲାଟି ଭବିଷ୍ୟତ ପାଇଁ ପ୍ରସ୍ତୁତି କରୁଛି । ବହି ଧରି ପାଠ ପଢୁଛି । ମଝିରେ ମଝିରେ ବୁଝିପାରୁନଥିବା ପାଠକୁ ପଚାରି ବୁଝୁଚି ଆଳୁ ପିଆଜ ବିକ୍ରି କରୁଥିବା ତା’ ବାପାଙ୍କ ଠୁ । ପୂରା ଖବର ପାଇଁ ଦେଖନ୍ତୁ ବଡ଼ ଖବର…

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ