Masthead

୨୪ରେ ଅଫିସର ୱାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୪ରେ ହେବ ଅଫିସର ୱାର୍ । ବିଜେଡିରୁ ପାଣ୍ଡିଆନ୍, ବିଜେପିରୁ ଅପରାଜିତା, ଅଶ୍ୱିନୀ। କଂଗ୍ରେସର ଭରସା ବିଜୟ ପଟ୍ଟନାୟକ । ରାଜ୍ୟ ଦେଖିବ କେଉଁ ଅମଲାଙ୍କ କେତେ ଧାକ୍ । ୨୪ରେ ଓଡ଼ିଶାରେ ହେବ ଉଭୟ ଲୋକସଭା ଓ ବିଧାନସଭା ଭୋଟ୍ । ଗୋଟିଏପଟେ ରେକର୍ଡ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବାକୁ ପ୍ରସ୍ତୁତ ଅଛନ୍ତି ନବୀନ । ଅନ୍ୟପଟରେ ବିଜେଡିର ବିଜୟ ରଥ ରୋକିବାକୁ ସାମ୍ନାରେ ଅଛନ୍ତି ବିଜେପି ଓ କଂଗ୍ରେସ ।

ତେବେ ନବୀନଙ୍କ ରେକର୍ଡ ବିଜୟର ଦାୟିତ୍ୱ ଏବେ ଭି.କେ ପାଣ୍ଡିଆନଙ୍କ ଉପରେ । ଯଦିଓ ପାଣ୍ଡିଆନ ବିଜେଡିରେ ବିଧିବଦ୍ଧ ମିଶିନାହାନ୍ତି, ହେଲେ ସେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହେବା ପରେ କାହା ମନରେ ସାମାନ୍ୟ ବି ଦ୍ୱନ୍ଦ୍ୱ ନାହିଁ, ସେ ହିଁ ୨୪ ବିଜୁ ଜନତା ଦଳର ସେନାପତି । ତାଙ୍କୁ ଟକ୍କର ଦେବାକୁ ବିଜେପି ଓ କଂଗ୍ରେସରେ ବି ଅବସରପ୍ରାପ୍ତ ଅଫିସରଙ୍କ ଅଭାବ ନାହିଁ । ପୂରା ଖବର ପାଇଁ ଦେଖନ୍ତୁ ବଡ଼ ଖବର…

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା