Masthead

ସବୁଦିନ ମନେ ରହିବେ ସହିଦ

ଭଦ୍ରକ, (ବଡ଼ ଖବର ବ୍ୟୁରୋ): ଆଜି ସାରା ଦେଶ ପାଳନ କରୁଛି ୬୧ତମ ପୋଲିସ ସହିଦ ଦିବସ । ଏହି ଅବସରରେ ଆଜି ଭଦ୍ରକ ରିଜର୍ଭ ପୋଲିସ ପଡିଆରେ ୬୧ ତମ ପୋଲିସ ସହିଦ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ପରେଡ଼ରେ ଭଦ୍ରକ ଏସପି ରାଜେଶ ପଣ୍ଡିତ ଯୋଗଦେଇ ସହିଦ ପୋଲିସ କର୍ମଚାରୀଙ୍କୁ ସ୍ମରଣ କରି ସେମାନଙ୍କ କର୍ତ୍ତବ୍ୟନିଷ୍ଠା ଉପରେ ଆଲୋପାତ କରିଥିଲେ । ଏଥିରେ ଅତିରିକ୍ତ ଏସପି କୈଳାସ ପରିଡା, ବିକାଶ ଦାସ, ଏସଡିପିଓ ସାର୍ଥକ ରାୟଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀମାନେ ଯୋଗଦେଇ ସହିଦ ପୋଲିସଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ଦେଇଥିଲେ । ପରେ ଆୟୋଜିତ ହୋଇଥିଲା ପରେଡ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବହୁ ପୋଲିସ କର୍ମଚାରୀ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି