Masthead

ପାଉଁଶ ହୋଇଗଲା ଲକ୍ଷାଧିକ ସମ୍ପତ୍ତି, ବସ୍ତାରେ ଅଗ୍ନିକାଣ୍ଡ

ବସ୍ତା (ବଡ଼ ଖବର ବ୍ୟୁରୋ): ନିଆଁ ଲାଗି ଜଳିଗଲା୨ ବଖରା । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ । ବସ୍ତା ବ୍ଲକ ବାଉଁଶବଣି ଗାଁରେ ଅଘଟଣ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ ବାଉଁଶବଣି ଗ୍ରାମରେ । ସୂଚନା ଅନୁଯାୟୀ ଗତକାଲି ଏହି ଗ୍ରାମର ତ୍ରିଲୋଚନ ଦାସଙ୍କ ପରିବାର ଲୋକେ ଘର ନ ଥିବାବେଳେ ହଠାତ ନିଆଁ ଲାଗିଯାଇଥିଲା ଫଳରେ ନିଆଁକୁ ଆୟତ୍ତ ନ କରି ବସ୍ତା ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା । ଘଟଣା ସ୍ଥଳରେ ବସ୍ତା ଅଗ୍ନିଶମ ବିଭାଗ ପହଂଚି ନିଆଁକୁ ଆୟତ୍ତ କରିଥିବା ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ଜଣାଯାଇଛି । ତେବେ ଗତକାଲି ଦୀପାବଳି ଥିବାରୁ ବାଣ ଲାଗି ନିଆଁ ଲାଗିଥିବା ଅନୁମାନ କରାଯାଉଛି ଏବଂ ପାଖାପାଖି ୫ ଲକ୍ଷର ସମ୍ପତି ପୋଡି ପାଉଁଶ ହୋଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ