Masthead

ବୋରୱେଲରୁ ଉଦ୍ଧାର ହୋଇଥିବା ବୃଦ୍ଧାଙ୍କ ମୃତ୍ୟୁ

ସୋନପୁର (ବଡ଼ ଖବର ବ୍ୟୁରୋ): ବୋରୱେଲରୁ ଉଦ୍ଧାର ହୋଇଥିବା ବୃଦ୍ଧା ମୃତ । ସୋନପୁର ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର । ବୋରୱେଲରୁ ଉଦ୍ଧାର ପରେ ବୃଦ୍ଧା ଜଣଙ୍କୁ ସୋନପୁର ସରକାରୀ ଡାକ୍ତରଖାନାକୁ ନିଆ ଯାଇଥିଲା । ଡାକ୍ତର ସେଠାରେ ଦୁଃଖି ନାୟକଙ୍କ ମୃତ ଘୋଷଣା କରିଛନ୍ତି ।

ଆଜି ସକାଳେ ପରିତ୍ୟକ୍ତ ବୋରୱେଲରେ ପଡ଼ି ଯାଇଥିଲେ ବୃଦ୍ଧା । ଡିପ୍ ବୋରଓ୍ବେଲରେ ୨୦ ଫୁଟ ତଳେ ପଡ଼ିଯାଇଥିଲେ ବୃଦ୍ଧା । ଖବର ପାଇ ସୋନପୁର ଓ ତରଭା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ବୃଦ୍ଧା ପଡ଼ିଥିବା ଗାତ ଭିତରେ ଏକ ବିଷଧର ସାପ ମଧ୍ୟ ରହିଥିଲା । ବୃଦ୍ଧା ଜଣଙ୍କ ଖଲିଆପାଲି ପଞ୍ଚାୟତ ଗୋବିନ୍ଦପୁର ଗାଁର ଦୁଃଖୀ ନେଗୀ । ଗତକାଲି ବୃଦ୍ଧା ଜଣକ ନିଜ ଝିଅ ଘରକୁ ଆସିଥିବା ବେଳେ ଏହି ଅଘଟଣ ଘଟିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ