Masthead

ଶ୍ରୀମନ୍ଦିରରେ ଜାନୁଆରୀ ୧ରୁ ପାନ, ଗୁଟଖା ବ୍ୟାନ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ବ୍ୟାନ ହେଲା ପାନ, ଗୁଟଖା । ଜାନୁଆରୀ ୧ରୁ ଲାଗୁ ହେବ ନିୟମ । ପୁରୀ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ ସଂପୂର୍ଣ୍ଣ ଭାବେ ବ୍ୟାନ କରିଛି ମନ୍ଦିର ପ୍ରଶାସନ । ଏନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ ଦାଶ କହିଛନ୍ତି, ପ୍ରଥମେ ସମସ୍ତଙ୍କୁ ସଚେତନ କରାଯିବ । ନିୟମ ମାନିବାକୁ କୁହାଯିବ । ବର୍ତ୍ତମାନ ପାନ, ଗୁଟଖା ପାଇଁ ଫାଇନ୍ ବ୍ୟବସ୍ଥା ଥିଲେ ବି କେହି ମାନୁନାହାନ୍ତି । ତେବେ ଆସନ୍ତା ଜାନୁଆରୀ ୧ରୁ କଡ଼ାକଡ଼ି ଭାବେ ଏହି ନିୟମ ଲାଗୁ ହେବ । ଅନ୍ୟପଟେ ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ କର୍ମଚାରୀଙ୍କ ପ୍ରତି ମଧ୍ୟ ଏହି ନିୟମ ଲାଗୁ ହେବ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ ଦାଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ