Masthead

ଭାରତ-ନ୍ୟୁଜିଲ୍ୟାଣ୍ଡ ସେମିଫାଇନାଲ, ୧ ଲକ୍ଷ ୨୦ ହଜାର ଟଙ୍କାରେ ଟିକେଟ୍ ବିକ୍ରି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ-ନ୍ୟୁଜିଲ୍ୟାଣ୍ଡ ସେମିଫାଇନାଲ । ୧ ଲକ୍ଷ ୨୦ ହଜାର ଟଙ୍କାରେ ବିକ୍ରି ହେଉଛି ଟିକେଟ୍ । ଟିକେଟ୍ ବ୍ଲାକ୍‌ ହେଉଥିବା ଜାଣି ମୁମ୍ବାଇ ପୋଲିସ ଚଢ଼ାଉ କରି ବ୍ଲାକ୍ କରୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୨ଟି ଟିକେଟ ଜବତ କରିଛି । ଏନେଇ ସୂଚନା ଦେଇଛନ୍ତି ମୁମ୍ବାଇ ଜୋନ୍-୧ର ଡିସିପି ପ୍ରବୀଣ ମୁଣ୍ଡେ । ଏହି ଘଟଣାରେ ପୋଲିସ ୨ଟି ମାମଲା ରୁଜୁ କରିଛି । ମାମଲାରେ ଗିରଫ ଅଭିଯୁକ୍ତ ହେଲା ରୋସନ ଗୁରୁବକ୍ସାନି । ଘଟଣା ତଦନ୍ତ ଚାଲିଥିବା ପୋଲିସ ସୂଚନା ଦେଇଛି । ତେବେ ମ୍ୟାଚ ପାଇଁ ପୋଲିସ ସୁରକ୍ଷା ବ୍ୟବସ୍ଥା କଡ଼ା କରିଥିବା ମୁମ୍ବାଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ