Masthead

ପ୍ରଧାନମନ୍ତ୍ରୀଙ୍କ ନାଁରେ ଆପତ୍ତିଜନକ ପୋଷ୍ଟ ପାଇଁ ନୋଟିସ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେଜି୍ରୱାଲଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ନିର୍ବାଚନ କମିଶନ ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜି୍ରୱାଲଙ୍କୁ ନୋଟିସ ଜାରି କରିଛନ୍ତି । ଆପ୍ ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଆପତ୍ତିଜନକ ଭିଡିଓ ପୋଷ୍ଟ କରିଥିବାର ଅଭିଯୋଗ କରିଥିଲା ବିଜେପି । ନଭେମ୍ବର ୧୦ରେ ନିର୍ବାଚନ କମିଶନଙ୍କ ପାଖରେ ଅଭିଯୋଗ କରାଯାଇଥିଲା । ଏହି ଅଭିଯୋଗକୁ ଆଦାର କରି ନୋଟିସ୍ ଜାରି କରାଯାଇଛି । ନଭେମ୍ବର ୧୬ ସୁଦ୍ଧା ଏହାର ଜବାବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଆପ୍ ନଭେମ୍ବର ୮ରେ ନିଜର ଏକ୍ସ ଆକାଉଣ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୌତମ ଆଦାନୀଙ୍କୁ ନେଇ ଏକ ଭୀଡିଓ ପୋଷ୍ଟ କରିଥିଲା । ଏହାର ଦିନକ ପରେ ପୁଣି ଥରେ ଦଳ ମୋଦି ଏବଂ ଆଦାନୀଙ୍କର ଫଟୋ ପୋଷ୍ଟ କରି ଆରୋପ ଲଗାଇଥିଲେ ଯେ, ପ୍ରଧାନମନ୍ତ୍ରୀ ଶିଳ୍ପପତିଙ୍କ ପାଇଁ କାମ କରିଥାନ୍ତି, ଲୋକଙ୍କ ପାଇଁ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍