Masthead

ଖାଇକୁ ଖସିଲା ବସ୍, ୩୦ ମୃତ

ଜମ୍ମୁ-କଶ୍ମୀର (ବଡ଼ ଖବର ବ୍ୟୁରୋ): ଜମ୍ମୁ-କଶ୍ମୀରର ଡୋଡା ଅଞ୍ଚଳରେ ଭୟଙ୍କର ଦୁର୍ଘଟଣା । ଭାରସାମ୍ୟ ହରାଇ ଖାଇକୁ ଖସିଲା ଯାତ୍ରୀବାହୀ ବସ୍ । ୩୦ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା । ଜମ୍ମୁ-କିଶ୍ତଓ୍ଵାର ଜାତୀୟ ରାଜପଥରେ ବୁଧବାର ଏକ ବସ୍ ଘାଟିକୁ ଖସି ପଡ଼ିବାରୁ ୩୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକେ ଆହତ ହୋଇଛନ୍ତି।

ବସ୍ ରେ ୫୦ରୁ ୫୫ ଯାତ୍ରୀ ଥିବା କୁହାଯାଉଛି। ବର୍ତ୍ତମାନ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। କୁହାଯାଉଛି ଯେ ବସ୍‌ରେ ୫୫ ଜଣ ଯାତ୍ରୀ ଥିଲେ ଯେଉଁମାନେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ ଏବଂ ଏହି ବସ୍ ଜାମ୍ମୁରୁ କିଶ୍ତଓ୍ଵାର ଅଭିମୁଖେ ଯାଉଥିଲା। ବସ୍ ରାସ୍ତାରେ ଏକ ଭୟଙ୍କର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ