Masthead

ଶବ ରଖି କ୍ଷତିପୂରଣ ମାଗୁଛନ୍ତି ପରିବାର

ଭଦ୍ରକ, (ବଡ଼ ଖବର ବ୍ୟୁରୋ) : ଡାକ୍ତରଙ୍କ ଖାମଖିଆଲ ଚିକିତ୍ସା ପାଇଁ ଚାଲିଗଲା ଜଣେ ମହିଳାଙ୍କ ଜୀବନ । ଏମିତି ଏକ ଦୁଃଖଦ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଅନ୍ତର୍ଗତ କାସିଳିପୁର ଗ୍ରାମରେ । କାସିଳିପୁର ଗ୍ରାମରେ ତୁଳସୀ ସାହୁ(୪୫)ଙ୍କ ହାତ ଭାଙ୍ଗିଯାଇଥିବାରୁ ପରିବାର ଲୋକ ଡାକ୍ତର ଉମାକାନ୍ତ ଜେନାଙ୍କ ପାଖକୁ ଆଣିଥିଲେ । ଡାକ୍ତର ଦେଖିବା ପରେ ଅପରେସନ ପାଇଁ କହିଥିଲେ । ଏଥିପାଇଁ ୩୭ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି ମଧ୍ୟ କହିଥିଲେ ଉମାକାନ୍ତ ଜେନା । ଅସ୍ତ୍ରୋପଚାର ପରେ ମହିଳା ଜଣଙ୍କ ନିଶ୍ୱାସ ନେବାରେ ଅସୁବିଧା ହୋଇଥିଲା । ତାଙ୍କୁ କଟକ ନେବା ବାଟରେ ତାଙ୍କର ମୃତ୍ୟ ଘଟିଛି । କ୍ଲିନିକ୍ ଆଗରେ ମୃତଦେହକୁ ରଖି ପରିବାର ଲୋକ କ୍ଷତି ପୂରଣ ମାଗୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା