Masthead

ଦୁର୍ନୀତି ବିରୋଧରେ ବିଜେପିର ବ୍ଲକ ଘେରାଉ

ସୋର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଆଗରେ ଭାରତୀୟ ଜନତା ପାର୍ଟିର ଘେରାଉ । ରାଜ୍ୟ ସରକାରଙ୍କ ଅପାରଗତା, ଦୁର୍ନୀତି, ଭ୍ରଷ୍ଟାଚାର ସହିତ ବ୍ଲକରେ ପିସି କାରବାରକୁ ବିରୋଧ କରି ଏହି ଘେରାଉ କରାଯାଇଛି । ତେବେ ଏହି ଘେରାଉରେ ଶହ ଶହ ଲୋକ ଏକତ୍ରିତ ହୋଇଥିଲେ । ପରେ ପ୍ରଶାସନ ବିରୋଧରେ କର୍ମୀମାନେ ରଣହୁଙ୍କାର ଦେଇଥିଲେ । ସେମାନଙ୍କ କହିବା କଥା ଓଡ଼ିଶାରେ ବର୍ଷକୁ ୧ ଲକ୍ଷ କୋଟି ଟଙ୍କାର ଦୁର୍ନୀତି ହେଉଛି, ଗ୍ରାମ ସଭା ହେଉନାହିଁ, ତୃଣମୂଳ ସ୍ଥଳର ଜନପ୍ରତିନିଧି ମାନଙ୍କ କ୍ଷମତାକୁ ହଡପ କରିନିଆଯାଇଛି । ଏଥିସହିତ ପଞ୍ଚାୟତରୁ ସଚିବାଳୟ ପର୍ୟ୍ୟନ୍ତ ସବୁଠି ଖୁଲୁମ ଖୁଲା ଦୁର୍ନୀତି ଓ ପିସି କରବାର ହେଉଛି । ଦୀର୍ଘ ୨୩ ବର୍ଷ ହେବ ବିଜେଡି ଶାସନ କରୁଥିବା ବେଳେ ଦୁର୍ନୀତିରେ ଲିପ୍ତ ରହୁଥିବା ବେଳେ ଆଇନ ଶୃଙ୍ଖଳା ସ୍ଥିତି ବିଗିଡି ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ