Masthead

ଦୁର୍ବଳ ହେଉଛି ହମାସ, ଆଗକୁ ମାଡ଼ି ଚାଲିଛି ଇସ୍ରାଏଲ ସେନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଯୁଦ୍ଧକୁ ପୂରିଲାଣି ମାସେ । ଥମିବାର ନା ନେଉନାହିଁ । ଘନ ଘନ ଆକ୍ରମଣ କରୁଛି ଇସ୍ରାଏଲ । ଦୁର୍ବଳ ହେଉଛି ହମାସ । ଆଗକୁ ମାଡ଼ି ଚାଲିଛି ଇସ୍ରାଏଲ ସେନା । ଗାଜାର ସର୍ବ ବୃହତ ହସ୍ପିଟାଲରେ କରିଛି ପ୍ରବେଶ । ଅଲଶିଫାରେ ପଶିଛି ଆଇଡିଏଫ । କିଛି ଦିନର ଛକାପଂଝା ପରେ ଶେଷରେ ନିଜର ଟାର୍ଗେଟ ହାସଲ କରିଛି ଇସ୍ରାଏଲ ସେନା । ଗାଜାର ସର୍ବବୃହତ ହସ୍ପିଟାଲ ଅଲଶିଫାରେ ପ୍ରବେଶ କରିଛି ଆଇଡିଏଫ ।

ଏହି ହସ୍ପିଟାଲର ଅଣ୍ଡରଗ୍ରାଉଣ୍ଡରେ ହମାସା ମୁଖ୍ୟାଳୟ ରହିଛି ଓ ଏହାକୁ ନଷ୍ଟ କରିବା ପାଇଁ ସେନା ହସ୍ପିଟାଲକୁ ଚାରିପଟୁ ଘେରିଥିବା କହିଛି ଇସ୍ରାଏଲ । ସେନା କହିଛି ପଣବନ୍ଦୀ ଓ ରୋଗୀଙ୍କୁ ଦୃଷ୍ଟିରେ ରଖି ହସ୍ପିଟାଲ ଉପରେ କୌଣସି ଆକ୍ରମଣ କରାଯାଇନାହିଁ । । ସାଧାରଣ ନାଗରିକଙ୍କ ଜୀବନ ରକ୍ଷା ସବୁଠୁ ଗୁରୁତ୍ୱପୂର୍ଣ୍ଣ । ହମାସକୁ ମୂଳପୋଛ ଲକ୍ଷ୍ୟରେ ତଲାସି କରାଯାଉଛି । ହସ୍ପିଟାଲରେ କିଛି ଗୁପ୍ତ ସୁଡ଼ଙ୍ଗ ଠାବ କରାଯାଇଛି । ଏବେ ସୁଦ୍ଧା ଯୁଦ୍ଧରେ ୧୨ହଜାର ନାଗରିକଙ୍କ ପ୍ରାଣହାନୀ ହୋଇଛି । ମୃତକଙ୍କ ମଧ୍ୟରେ ସବୁଠୁ ଅଧିକ ରହିଛି ଶିଶୁ ଓ ମହିଳାଙ୍କ ସଂଖ୍ୟା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା