Masthead

ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କ ନାଁରେ ଖୋର୍ଦ୍ଧା କୋର୍ଟରେ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଡ଼ୁଆରେ ବେଗୁନିଆ ବିଧାୟକ । ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କ ନାଁରେ ଖୋର୍ଦ୍ଧା କୋର୍ଟରେ ମାମଲା । ଜାଲ ପ୍ରମାଣପତ୍ର ଦାଖଲ କରିଥିବା ନେଇ କୋର୍ଟରେ ମାମଲା ହୋଇଛି । ପ୍ୟାନ କାର୍ଡ ମାଟ୍ରିକ ସାର୍ଟିଫିକେରେ ଜନ୍ମ ତାରିଖ ଠିକ ନଥିବା ଅଭିଯୋଗ ହୋଇଛି । ଆଦର୍ଶ ଥାନା ଅଧୀନ ୧୫ ନଂ ୱାର୍ଡର ଡାକ୍ତରଲାଇନ ସ୍ଥିତ ଉପେନ୍ଦ୍ର କୁମାର ରାଉତରାୟ ବିଧାୟକଙ୍କ ବିରୋଧରେ ଏଭଳି ଅଭିଯୋଗ ଆଣିଛନ୍ତି । ଉପେନ୍ଦ୍ର ଅଭିଯୋଗରେ ଦର୍ଶାଇଛନ୍ତି, ଗତ ନିର୍ବାଚନ ସମୟରେ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର ନିକଟରେ ବିଧାୟକ ଦାଖଲ କରିଥିବା ମାଟ୍ରିକ ସାର୍ଟିଫିକେଟ ଏବଂ ଅନ୍ୟାନ୍ୟ କାଗଜପତ୍ରରେ ତ୍ରୁଟି ରହିଛି ଏ ନେଇ ଖୋର୍ଦ୍ଧା ଏସଡିଜେଏମଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି । ସେପଟେ ଏ ବିଷୟରେ ବିଧାୟକଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ