Masthead

ଭୁଜାଲି ଆକ୍ରମଣରେ ବୃଦ୍ଧ ଆହତ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବୃଦ୍ଧଙ୍କୁ ଭୁଜାଲି ମାଡ଼ । ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ ଜଳେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବାଲେଶ୍ଵର ଜିଲ୍ଲା ଜଳେଶ୍ବର ଅଞ୍ଚଳର କୃଷ୍ଣ ଜେନା ୫ ବର୍ଷ ଧରି ଅନ୍ତେବାସୀ ଭାବେ ଜଳେଶ୍ୱର ଅଞ୍ଚଳରେ ରହି ଆସିଛନ୍ତି । ଦୁଇଜଣ ଦୁର୍ବୃତ୍ତ ଏକ ବାଇକରେ ଆସି ତାଙ୍କୁ ଭୁଜାଲି ମାଡ଼ କରି ଫେରାର ହୋଇଯାଇଛନ୍ତି । ତାଙ୍କୁ କେଉଁ କାରଣରୁ ଆକ୍ରମଣ ହୋଇଛି ତାହା ଜଣାପଡିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଆହତ କୃଷ୍ଣ ଚନ୍ଦ୍ରଙ୍କ ଘର ପଶ୍ଚିମବଙ୍ଗ ମେଦିନୀପୁର ହୋଇଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ