ତ୍ରିପୁରାରେ କାର୍ଯ୍ୟରତ ଓଡ଼ିଆ ବିଏସଏଫ ଯବାନଙ୍କ ମୃତ୍ୟୁ, କାନ୍ଦବୋବାଳିରେ ଫାଟିପଡୁଛି ଘର

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ତ୍ରିପୁରାରେ କାର୍ୟ୍ୟରତ ବିଏସଏଫ ଯବାନ ମୃତ୍ୟୁ । ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇ ଥିବା ସହିଦ ହୋଇଛନ୍ତି। ସହିଦ ଯବାନଙ୍କ ଘର କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ବେଲଖଣ୍ଡି ଗ୍ରାମର ଈଶ୍ୱର ଚନ୍ଦ୍ର ଦୋରା । ଏ ନେଇ ତ୍ରିପୁରା ବିଏସଏଫ କମାଣ୍ଡାଣ୍ଟ ପକ୍ଷରୁ ଘରକୁ ଖବର ଆସିବା ପରେ କାନ୍ଦବୋବାଳିରେ ଫାଟିପଡୁଛି ଘର । କାନ୍ଦୁଛି ପୂରା ଗାଁ । ସେ ୨୦୦୯ମସିହାରେ ବିଏସଏଫ ଯବାନ ଭାବେ ଯୋଗ ଦେଇ ତ୍ରିପୁରାରେ କାର୍ଯ୍ୟରତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ