Masthead

କେସିଆର ମିଥ୍ୟା ପ୍ରତିଶ୍ରୁତିର ରେକର୍ଡ କରିଛନ୍ତି: ଅମିତ ଶାହ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପି ନେତା ଅମିତ ଶାହା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ (କେସିଆର)ଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତିି କେସିଆର କେବଳ ରାଜ୍ୟବାସୀଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇଛନ୍ତି। ତେଲେଙ୍ଗାନାର ଗାଡୱାଲରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ସେ ବିଆରଏସ ସରକାରକୁ କଡ଼ା ସମାଲୋଚନା କରିଛନ୍ତି । ଶାହା କହିଛନ୍ତି ଯେ କେସିଆର ମିଥ୍ୟା ପ୍ରତିଶ୍ରୁତିର ରେକର୍ଡ କରିଛନ୍ତି।

ଆସନ୍ତା ବିଧାନସଭା ନିର୍ବାଚନ ତେଲେଙ୍ଗାନାର ଭବିଷ୍ୟତ ବିଷୟରେ ଜଣାଇବ। ଏଠାକାର ଲୋକଙ୍କୁ ଏକ ଡବଲ୍ ଇଞ୍ଜିନ୍ ସରକାର ଦରକାର । ଜନସାଧାରଣଙ୍କୁ ସମ୍ବୋଧିତ କରି ଗୃହମନ୍ତ୍ରୀ କହିଛନ୍ତି ଯେ ଆମେ ତେଲେଙ୍ଗାନାର ଯୁବକମାନଙ୍କୁ କହିବାକୁ ଚାହୁଁଛୁ ଯେ ସେମାନେ ବର୍ତ୍ତମାନ ବିଆରଏସ କୁ ଭିଆରଏସ ଦେବା ଉଚିତ୍। ମୁଖ୍ୟମନ୍ତ୍ରୀ କେସିଆର ଚାଷୀଙ୍କୁ କୌଣସି ଅଧିକାର ଦେଇନାହାନ୍ତି। ଅମିତ ଶାହା ତେଲେଙ୍ଗାନାରେ ପଛୁଆ ରାଜନୀତି ବିଷୟରେ ମଧ୍ୟ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା