Masthead

ଧଡକନେ ହୋ ରାହା ହେ ତେଜ୍…ମାତ୍ର କିଛି ଘଣ୍ଟାର ଅପେକ୍ଷା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଅହମ୍ମଦାବାଦରେ ମହାସମର । ଭାରତ-ଅଷ୍ଟ୍ରେଲିଆ ଫାଇନାଲ ମୁକାବିଲା । ୨୦୦୩ ବିଶ୍ବକପ୍ ଫାଇନାଲ ପରାଜୟର ପ୍ରତିଶୋଧ ନେବାକୁ ଭାରତ ପ୍ରସ୍ତୁତ । ଆଉ କିଛି ଘଣ୍ଟାର ଅପେକ୍ଷା । ଆରମ୍ଭ ହେବ କ୍ରିକେଟ ବିଶ୍ୱକପର ଫାଇନାଲ ଫାଇଟ୍ । ୨୦ ବର୍ଷ ପରେ ବିଶ୍ୱକପ୍ ଫାଇନାଲରେ ମୁହାଁମୁହିଁ ହେବେ ଦୁଇ ଦଳ । ୨୦୦୩ରେ ହୋଇଥିବା ମୁକାବିଲାରେ ପରାସ୍ତ ହୋଇଥିଲା ଭାରତ । ଏଥର ପ୍ରତିଶୋଧ ନେବାର ସୁଯୋଗ ରହିଛି ରୋହିତ ବାହିନୀଙ୍କ ପାଖରେ ।

ଭାରତ ତୃତୀୟ ଥର ବିଶ୍ବ ବିଜୟୀ ହେବାକୁ ଲକ୍ଷ୍ୟ ରଖିଥିବା ବେଳେ ଟିମ୍ ଅଷ୍ଟେଲିଆ ଷଷ୍ଠ ଥର ଚାମ୍ପିୟନ ମୁକୁଟ ପିନ୍ଧିବାକୁ ଆପ୍ରାଣ ଉଦ୍ୟମ କରିବ । ଭାରତ ପାଇଁ ଉଭୟ ବ୍ୟାଟିଂ ଓ ବୋଲିଂ ଗୁରୁତ୍ବପୂର୍ଣ୍ଣ ରହିବ । ବ୍ୟାଟିଂରେ ରୋହିତ ଏବଂ ବିରାଟ ଶତକ ଛିଡ଼ା କରିପାରନ୍ତି । ସେହିପରି ବୋଲିଂରେ ପ୍ରଥମ ୧୦ ଓଭରରେ କଙ୍ଗାରୁ ଟିମକୁ ଝଟକା ଦେଲେ ବିଶ୍ବକପ ଉପରେ କବଜା ନିଶ୍ଚିତ । ଆଜିର ମହାମୁକାବିଲା ଲାଗି ଭାରତ ବୋଲିଂରେ କିଛିଟା ପରିବର୍ତ୍ତନ ମଧ୍ୟ କରିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ