Masthead

ପଟିଆକୁ ଯିବ କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିବ କ୍ୟାପିଟାଲ ହସ୍ପିଟାଲର ରୂପରେଖ । ପଟିଆକୁ ସ୍ଥାନାନ୍ତର ହେବ ହସ୍ପିଟାଲ । କ୍ୟାପିଟାଲ ହସ୍ପିଟାଲ ଏବଂ ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ରୂପରେଖ ବଦଳିବାକୁ ଯାଉଛି । ଉଭୟ ସ୍ୱାସ୍ଥ୍ୟ ଅନୁଷ୍ଠାନରେ ୩୨୦୦ ଶଯ୍ୟା ରହିବ ଏବଂ ୫୦୦ ଆସନର ପ୍ରେକ୍ଷାଳୟ ପାଇଁ ଯୋଜନା କରାଯାଇଛି । ଏନେଇ ୨ ତାରିଖରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିବା ବେଳେ ଏହି ନିଷ୍ପତ୍ତି ନିଆଯାଇଛି । ଓଡ଼ିଶା ସେତୁ ଓ ନିର୍ମାଣ ନିଗମ, ସ୍ୱାସ୍ଥ୍ୟ ନିର୍ଦ୍ଦେ ଶକ, ଡିଏମଇଟି, ପିଜିଆଇଏମଇଆର ଏବଂ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେ ଶକଙ୍କୁ ଚିଠି ଲେଖାଯାଇଛି । ଉନ୍ନତମାନର ସେବା ଓ ରୋଗୀଙ୍କ ଭିଡ଼ କମାଇବାକୁ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ । ପଟିଆ ମୌଜାରେ କ୍ୟାପିଟାଲ ହସ୍ପିଟାଲ ହେବା ନେଇ ନିଷ୍ପତ୍ତି ନିଆଯାଇଛି । ସାଧାରଣ ପ୍ରଶାସନ ବିଭାଗ ସହିତ ସ୍ୱାସ୍ଥ୍ୟ ବିଭାଗ ମିଳିତ ସହଯୋଗରେ ସ୍ଥାନ ଚିହ୍ନଟ କରାଯିବ । ପ୍ରାୟ ୩୫ ଏକର ସ୍ଥାନରେ ଏହା ନିର୍ମାଣ ନେଇ ଯୋଜନା କରାଯାଇଛି । କ୍ୟାପିଟାଲ ହସ୍ପିଟାଲ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ