ହସାଉ ଥିଲେ ନୀରବି ଗଲେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝଡ଼ ପରର ନିରବତା । ସମସ୍ତଙ୍କୁ ହସାଉଥିଲେ ଆଉ ଏବେ ସବୁଦିନ ପାଇଁ ନୀରବ ହୋଇଗଲେ । ରବି ଶତପଥୀ । ସମସ୍ତଙ୍କର ଅତି ପ୍ରିୟ ରବିନନା । ଯାତ୍ରା ଜଗତର ଅପ୍ରତିଦ୍ୱନ୍ଦୀ କମେଡି ସମ୍ରାଟ, ରବି ଶତପଥୀ । ଷ୍ଟେଜ ଫୋରର ଯକୃତ କ୍ୟାନସରରେ ପୀଡ଼ିତ ହୋଇ ଆଖି ବୁଜିଛନ୍ତି ରବି । ବର୍ଷବର୍ଷ ଧରି ତାଙ୍କର ଭିନ୍ନ ଅନ୍ଦାଜ, ଯାଦୁଗରୀ ସଂଳାପ ଶୈଳୀ, ଆକ୍ସନ, ଏକ୍ସପ୍ରେସନ ଦେଖି ଆପଣ ବି ଖୁବ୍ ହସିଥିବେ । ହେଲେ ହସରସରେ ଆପଣଙ୍କୁ ବେହୋସ କରୁଥିବା ରବି ଶତପଥୀଙ୍କ ଆଉ ନାହାନ୍ତି । ସମ୍ପୂର୍ଣ୍ଣ ଖବର ଜାଣିବା ପାଇଁ ଲିଙ୍କରେ କ୍ଲିକ୍ କରନ୍ତୁ..

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ