Masthead

ପୋଖରୀରେ ବୁଡ଼ି ଦୁଇ ଭଉଣୀ ମୃତ

ଶେରଗଡ଼ (ବଡ଼ ଖବର ବ୍ୟୁରୋ): ପୋଖରୀରେ ବୁଡ଼ି ଚାଲିଗଲା ୨ ଜୀବନ । ବୁଡିଗଲେ ୨ ଭଉଣୀ । ଏଭଳି ଅଭାବନୀୟ ଘଠଣା ଘଟିଛି ଶେରଗଡ଼ ବ୍ଲକ ନରେନ୍ଦ୍ରପୁର ପୁର ପଞ୍ଚାୟତ କୀର୍ତ୍ତିପୁରର ଗ୍ରାମରେ। ପୋଖରରେ ଗାଧେଇବା ବେଳେ ଦୁଇ ଭଉଣୀ ରୋସନି ରାଉତ(୧୦) ଓ ସନ୍ଧ୍ୟା ରାଉତ( ୭) ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି । ରୀନା ରାଉତଙ୍କ ଦୁଇ ଝିଅ ରୋଷନି ଓ ସନ୍ଧ୍ୟା ଅଜା ଘରେ ରହୁଥିଲେ। ସେମାନେ ଅଜାଙ୍କ ସହ ପୋଖରୀକୁ ଗାଧେଇବାକୁ ଆସିଥିବା ବେଳେ ଏପରି ଅଘଟଣ ଘଟିଛି। ଏପଟେ ହିଂଜିଳି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା