ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ବ୍ଲକ ଘେରାଉ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରର ଦୁର୍ନୀତି ବିରୋଧରେ ବ୍ଲକ ଘେରାଉ କରିଛୀ କଳାହାଣ୍ଡି ଜିଲ୍ଲାର ବିଜେପି ଦଳ । ଜିଲ୍ଲା ବିଜେପି ସଭାପତି ଆର୍ତ୍ତତ୍ରଣ ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଭବାନୀପାଟଣା ବ୍ଲକ ଘେରାଉ କରିଥିଲେ । ଏଥିରେ ସାଧାରଣ ଜନତା ସହିତ ଶତାଧିକ ମହିଳା ମଧ୍ୟ ସାମିଲ ହୋଇଥିଲେ । ସାଧାରଣ ଜନତା ନିଜର ନିଜର ଅଭିଯୋଗ ମାନ ଆଣିଥିଲେ । ଏଠାକାର ପ୍ରଶାସନର ମନମୁଖୀ କାର୍ୟ୍ୟକଳାପକୁ ନିନ୍ଦା କରିଥିଲୋ ଦୀର୍ଘ ୨୪ ବର୍ଷ ସରକାରରେ ଲୋକେ ତାଙ୍କର ମୌଳିକ ସୁବିଧା ପାଇବାରୁ ଏବେବି ବଞ୍ଚିତ ଥିବା ଅଭିଯୋଗ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!