Masthead

ଓଡ଼ିଶା ବିଧାନସଭାର ନୂଆ ଉପବାଚସ୍ପତି ହେଲେ ସାଲୁଗା ପ୍ରଧାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାଲୁଗା ପ୍ରଧାନ ହେଲେ ବିଧାନସଭା ନୂଆ ଉପବାଚସ୍ପତି । ଉପବାଚସ୍ପତି ଭାବେ ସାଲୁଗା ପ୍ରଧାନ ନିଦ୍ୱନ୍ଦ୍ୱରେ ନିର୍ବାଚିତ ।  ଉପବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ସମସ୍ତ ବିରୋଧୀ ଓ ଶାସକ ଦଳର ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ସାଲୁଗା ପ୍ରଧାନ ।

ଗତକାଲି ଉପ-ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ ସାଲୁଗା ପ୍ରଧାନ । ନିଦ୍ୱନ୍ଦ୍ୱରେ ଉପ-ବାଚସ୍ପତିଙ୍କୁ ନିର୍ବାଚିତ କରିଥିବାରୁ ଗୃହର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜି-ଉଦୟଗିରିର ବିଧାୟକ ହେଉଛନ୍ତି ସାଲୁଗା ପ୍ରଧାନ । ପୂର୍ବରୁ ଉପବାଚସ୍ପତି ପଦରୁ ରଜନୀକାନ୍ତ ସିଂଙ୍କ ଇସ୍ତଫା ପରେ ଉପବାଚସ୍ପତି ପ୍ରାର୍ଥୀ ଭାବେ ସାଲୁଗା ପ୍ରଧାନଙ୍କ ନାଁ ଘୋଷଣା କରିଥିଲା ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ