Masthead

ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ । ଗୃହକାର୍ଯ୍ୟ ଆରମ୍ଭ ପୂର୍ବରୁ ଗୃହରେ ଶୋକପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ନେତାଙ୍କ ପାଇଁ ଶୋକପ୍ରକାଶ ଆଗତ କଲେ ମୁଖ୍ୟମନ୍ତ୍ରୀ । ପୂର୍ବତନ ବାଚସ୍ପତି ସ୍ବର୍ଗତଃ ମହେଶ୍ୱର ମହାନ୍ତି, ପୂର୍ବତନ ଉପମନ୍ତ୍ରୀ ସରସ୍ବତୀ ପ୍ରଧାନ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା, ପୂର୍ବତନ ସଦସ୍ୟ ରବି ଦାସ, ପୂର୍ବତନ ସଦସ୍ୟ ଯୁଧିଷ୍ଠିର ସାମନ୍ତରାୟ, ପୂର୍ବତନ ଲାନସ ହାବିଲଦାର ସରୋଜ କୁମାର ଦାସ, ପୂର୍ବତନ କନେଷ୍ଟବଳ ବି.ଏସ.ଏଫ ପ୍ରକାଶ ଚନ୍ଦ୍ର ଶିଆଳଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ । ଗୃହରେ ଆସିଥିବା ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ।ଗୃହରେ ଆସିଥିବା ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ । ଆସନ୍ତା ଡିସେମ୍ବର ୩୦ ଯାଏଁ ଚାଲିବ ବିଧାନସଭାର ଶୀତ ଅଧିବେଶନ । ଏହି ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ ଗୃହ ମୁଲତବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’ 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଆଜି ବାଜିବ ଯୁଦ୍ଧ ସାଇରନ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’ 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଆଜି ବାଜିବ ଯୁଦ୍ଧ ସାଇରନ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ