Masthead

ଶ୍ରୀମନ୍ଦିର ପ୍ରସଙ୍ଗରେ କଂଗ୍ରେସର କଡ଼ା ରିଆକ୍ସନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଶ୍ରୀମନ୍ଦିର ପ୍ରଶାସକଙ୍କ ରିଆକ୍ସନ, ଚାରିଆଡ଼ୁ ଆକ୍ସନ । ରଂଜନ ଦାସଙ୍କ ପରାମର୍ଶକୁ ସମସ୍ତଙ୍କ ନିନ୍ଦା ।ପ୍ରଶାସକଙ୍କ ମାନସିକ ସ୍ଥିତି ଠିକ୍ ନାହିଁ କହିଲେ ତାରା ପ୍ରସାଦ ବାହିନୀପତି । ଏହାରି ମଧ୍ୟରେ ମୁଖ୍ୟ ପ୍ରଶାସକଙ୍କୁ ନିଲମ୍ବନ କରିବାକୁ କଂଗ୍ରେସ ଦାବି ମଧ୍ୟ କରିଛି । ଏନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି । ଏଭଳି କହିବାକୁ ପ୍ରଶାସକଙ୍କୁ କିଏ ଦେଲା ଅଧିକାର? କହିଛନ୍ତି ନରସିଂହ ମିଶ୍ର । ପ୍ରଶାସକଙ୍କ ମନ୍ତବ୍ୟ ସଂପୂର୍ଣ୍ଣ ଅସାମ୍ବିଧାନିକ, ଶ୍ରୀମନ୍ଦିର ଦର୍ଶନ ଅବ୍ୟବସ୍ଥା କଥା ବିଧାନସଭାରେ ଉଠିବ ଏବଂ ଲୋକେ ସରକାରଙ୍କୁ ଧର୍ମଛଡ଼ା କହୁଥିବା ନରସିଂହ ମିଶ୍ର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି