Masthead

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଶେଷ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଶେଷଦିନ । ସମ୍ବଲପୁରରେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସମଲେଶ୍ୱରୀଙ୍କ ଦର୍ଶନ ପରେ ଏମସିଏଲ୍ ଗେଷ୍ଟ ହାଉସକୁ ପ୍ରତ୍ୟାବର୍ତ୍ତନ କରି ସେଠାରେ ରାତ୍ରୀଯାପନ କରିଥିଲେ ରାଷ୍ଟ୍ରପତି । ଆଜି ବ୍ରହ୍ମକୁମାରୀ ସଂସ୍ଥାଦ୍ୱାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ ।

ପରେ ଝାରସୁଗୁଡ଼ା ବିମାନବନ୍ଦରରୁ ଦିନ ୧୧ଟା ୫ ମିନିଟରେ ବାଙ୍ଗାଲୋର ଗସ୍ତ କରିବେ । ତିନିଦିନିଆ ଓଡ଼ିଶା ଗସ୍ତରେ ମୟୂରଭଞ୍ଜ ଓ ସମ୍ବଲପୁରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ରାଷ୍ଟ୍ରପତି । ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଗତକାଲି ଭିସୁଟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା