Masthead

୧୨ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୃହ କାର୍ଯ୍ୟ ଆରମ୍ଭ ନହେଉଣୁ ବିରୋଧୀଙ୍କ ବିରୋଧ । ଆଦିବାସୀ ଝଡକୁ ନେଇ ସରଗରମ ହେଲା ଗୃହ । ପୋଡ଼ିୟମ ତଳେ ବିରୋଧୀ ବିଜେପି କଂଗ୍ରେସର ବିରୋଧ । ୧୨ଟା ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି । ଆଦିବାସୀ ଜମି ହସ୍ତାନ୍ତର ଅଧ୍ୟାଦେଶ କ୍ୟାବିନେଟରେ ପାରିତ ହେବା ଓ ସ୍ଥଗିତ ହେବାକୁ ନେଇ ହଟ୍ଟଗୋଳ ।

ବିରୋଧୀଙ୍କ ଅଭିଯୋଗ ଆଦିବାସୀଙ୍କ ଜମି ହଡ଼ପ ପାଇଁ ଯୋଜନା କରିଛନ୍ତି ସରକାର । ବାଚସ୍ପତିଙ୍କ ପୋଡ଼ିୟମ ତଳେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟମାନଙ୍କ ହଟ୍ଟଗୋଳ । ପେସା ଆଇନ ଲାଗୁ ପାଇଁ ଦାବି । ବିଜେପି ସଦସ୍ୟ ଆଦିବାସୀ କପଡାରେ ବୁଣା ଯାଇଥିବା ଉତ୍ତରୀୟ ପକେଇ ଗୃହକୁ କରିଥିଲେ ପ୍ରବେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ