Masthead

ବିଧାନସଭା ଅଧିବେଶନର ତୃତୀୟ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଅଧିବେଶନର ତୃତୀୟ ଦିନ । ଆଜି ବି ସରଗରମ ହୋଇପାରେ ଗୃହ । ଗୃହରେ ଜଳସମ୍ପଦ, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା, କ୍ରୀଡା ଓ ଯୁବକଲ୍ୟାଣ, ଯୋଜନା ଓ ସଂଯୋଜନ, ବାଣିଜ୍ୟ, ଇଲେକ୍ଟ୍ରୋନିକସ୍ ଓ ସୂଚନା ପ୍ରଯୁକ୍ତି, ପରିବହନ ବିଭାଗର ପ୍ରଶ୍ନକାଳ ରହିଛି । ଏହାଛଡା ବିଧାୟକମାନେ ମଧ୍ୟ ଭିନ୍ନ ପ୍ରଶ୍ନ ପଚାରିପାରିବେ । ଶୂନ୍ୟକାଳରେ ଉଭୟ ଶାସକ ଓ ବିରୋଧୀ ଗୃହରେ ଗୁରୁତ୍ବପୂର୍ଣ୍ଣ ପ୍ରଶ୍ନ ଉଠାଇବେ ।

ଗତକାଲି ଆଦିବାସୀ ଜମିକୁ ନେଇ ସରଗରମ ହୋଇଥିଲା ବିଧାନସଭା । କ୍ୟାବିନେଟରେ କ’ଣ ପ୍ରସ୍ତାବ ପାସ୍ ହେଉଛି, କ’ଣ ନାକଚ୍ ହେଉଛି ମନ୍ତ୍ରୀ ଜାଣିପାରୁନାହାନ୍ତି କହି ସରକାରଙ୍କୁ ଘେରିଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ସରକାରଙ୍କ ବଡ଼ ଚକ୍ରାନ୍ତ ଓ ଷଡ଼ଯନ୍ତ୍ର ଅଛି । ଆଦିବାସୀଙ୍କ ଜମି ସୁରକ୍ଷିତ ନାହିଁ । ରାଜ୍ୟ ସରକାର ଆଦିବାସୀ ମାରଣ ନୀତି ଆପଣାଇଛନ୍ତି କହି ଟାର୍ଗେଟ କରିଥିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି