Masthead

ଇସ୍ରାଏଲ-ହମାସ ମଧ୍ୟରେ ଆଜିଠୁ ଅସ୍ତ୍ରବିରତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇସ୍ରାଏଲ ଓ ହମାସ ମଧ୍ୟ ଚାଲିଥିବା ଯୁଦ୍ଧ ଭିତରେ ବଡ଼ ଘୋଷଣା । ଇସ୍ରାଏଲ-ହମାସ ମଧ୍ୟରେ ଆଜିଠୁ ଅସ୍ତ୍ରବିରତି ଘୋଷଣା କରାଯାଇଛି । ସକାଳ ୧୦ଟାରୁ ଅସ୍ତ୍ରବିରତି ଆରମ୍ଭ ହେବ । ୪ ଦିନିଆ ଅସ୍ତ୍ରବିରତି ପାଇଁ ଉଭୟଙ୍କ ମଧ୍ୟରେ ଚୁକ୍ତି ହୋଇଛି । ପ୍ରଥମ ପର୍ଯ୍ୟାୟରେ ଆଜି ୧୩ ପଣବନ୍ଦୀଙ୍କୁ ମୁକ୍ତ କରିବ ହମାସ ।

ଇସ୍ରାଏଲର ଗୁଇନ୍ଦା ସଂସ୍ଥା ପକ୍ଷରୁ ଜାରି କରାଯାଇଥିବା ପଣବନ୍ଦୀଙ୍କ ତାଲିକା ହସ୍ତାନ୍ତର କରାଯାଇଛି । ଗତ ଅକ୍ଟୋବର ୭ ତାରିଖରୁ ଆରମ୍ଭ ହୋଇଥିବା ଇସ୍ରାଏଲ ଓ ହମାସ ମଧ୍ୟରେ ଅସ୍ତ୍ରବିରତି ଗୁରୁବାରଠାରୁ ଆରମ୍ଭ ହେବାର ଥିଲା, କିନ୍ତୁ ତାହା ହୋଇ ନ ଥିଲା । ଇସ୍ରାଏଲ ଓ ହମାସ ମଧ୍ୟରେ ୪ ଦିନିଆ ଅସ୍ଥାୟୀ ଅସ୍ତ୍ରବିରତି ପାଇଁ ସହମତି ପ୍ରକାଶ ପାଇଛି । ୪ ଦିନରେ ୫୦ ପଣବନ୍ଦୀଙ୍କୁ ମୁକ୍ତ କରିବାକୁ ହୋଇଛି ଚୁକ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି