Masthead

ଆଜି ଗୃହ ସ୍ୱାଭାବିକ ହେବ ନା ହଟ୍ଟଗୋଳ ..ରହିଛି ସମସ୍ତଙ୍କ ନଜର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନରେ ତୃତୀୟ ଦିନରେ ବି ଚାଲିପାରିଲାନି ଗୃହ । ପ୍ରଶ୍ନ କାଳ ଆରମ୍ଭ ହେଉହେଉ ବିରୋଧି ବିଜେପି ଓ କଂଗ୍ରେସ ନାରାବାଜି କରିଥିଲେ । ଏଥିପାଇଁ ବାରମ୍ବାର ଗୃହକୁ ଅଚଳ କରିବାକୁ ପଡ଼ିଛି । ତେବେ ଆଜି ଗୃହ ସ୍ୱାଭାବିକ ହେବ ନା ପୁଣି ହଟ୍ଟଗୋଳ ହେବ, ତା’ ଉପରେ ରହିଛି ନଜର । ଗୁରୁବାର ଆଦିବାସୀ ଜମି ହସ୍ତାନ୍ତର ପ୍ରସଙ୍ଗକୁ ନେଇ ଗୃହ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାଜଭବନ ଯାଇ ରାଜ୍ୟପାଳଙ୍କ ନିକଟରେ ଫେରାଦ ହୋଇଥିଲା ବିଜେପି ବିଧାୟକ ।

ଜମିଜମା ବିକ୍ରି ସଂକ୍ରାନ୍ତୀୟ ବିଲକୁ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ରାଜ୍ୟପାଳଙ୍କୁ ଭେଟିଥିଲା ଦଳ । ସେପଟେ ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି ବିରୋଧି । ବିରୋଧି ମୁଖ୍ୟ ସଚେତକ କହିଛନ୍ତି ଓଡ଼ିଶା ସରକାର ଆଦିବାସୀଙ୍କ କାମ କରୁଥିବା ଡିମଡିମ୍ବ ପିଟୁଛନ୍ତି । ହେଲେ ସେମାନଙ୍କ ଜମି ବିକ୍ରି କରିବା ର୍ଦୁଭାଗ୍ୟ ଜନକ । ଏହା ଦ୍ୱାରା ଦଲାଲ ଓ ପୁଞ୍ଜିପରି ଲାଭବାନ ହେବେ ଆଦିବାସୀ ଭୂମିହୀନ ହେବେ ବୋଳି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ