Masthead

ଗୃହରେ ଅଗ୍ରିଆ କମ୍ୟୁନିଟି ପ୍ରସଙ୍ଗ ଉଠାଇଲେ ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଦିବାସୀ ଜମି ପ୍ରସଙ୍ଗକୁ ନେଇ ରାଜ୍ୟ କ୍ୟାବିନେଟରେ ତୁମ୍ବି ତୋଫାନ ଲାଗିରହିଛି । ଏହାରି ମଧ୍ୟରେ ପ୍ରଶ୍ନକାଳରେ ଗୃହରେ ଅଗ୍ରିଆ କମ୍ୟୁନିଟି ପ୍ରସଙ୍ଗ ଉଠାଇଛନ୍ତି ନରସିଂହ ମିଶ୍ର । ସେ କହିଛନ୍ତି ଝାରସୁଗୁଡ଼ା ଉପ ନିର୍ବାଚନ ସମୟରେ ଭୁବନେଶ୍ୱରରେ ଏକ ଅଫିସ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ । ହେଲେ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜମି ଦେଇନାହାନ୍ତି । ଅଗ୍ରିଆ କମ୍ୟୁନିଟି ଏକ ଲିଖିତ ଅଭିଯୋଗ ନରସିଂହକୁ ଦେଇଥିବା ସେ ଗୃହରେ କହିଛନ୍ତି । କୁଆଡେ ଗଲା ସେ ପ୍ରତିଶ୍ରୁତି ବୋଲି ପ୍ରଶ୍ନ କରିଛନ୍ତି ନରସିଂହ ମିଶ୍ର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ