Masthead

ଧବଳେଶ୍ଵର ମନ୍ଦିରରେ ପୂଜକ ମାନଙ୍କ ଧର୍ମଘଟ

କଟକ (ବଡ଼ ଖବର ବ୍ୟୁରୋ):ଧବଳେଶ୍ଵର ମନ୍ଦିରରେ ପୂଜକ ମାନଙ୍କ ଧର୍ମଘଟ । ପୂଜକ ଓ ସେବାୟତ ମାନଙ୍କ ସହିତ କିଛି ଆଲୋଚନା ନକରି ସରକାର ନିୟମ ଲାଗୁ କରିବା,ବ୍ୟାରିକେଟ ବ୍ୟବସ୍ଥା ପାଇଁ ଭକ୍ତମାନେ ଅସୁବିଧାର ସମ୍ମୁଖୀନ ହେବା, ଭକ୍ତମାନେ ପୂଜକ ମାନଙ୍କ ପାଖକୁ ଯାଇ, ଯଥା ସମ୍ଭବ ପୂଜା କରି ନପାରିବା ।ସାଇକେଲ ଷ୍ଟାଣ୍ଡ ନିଲାମ ଦେବାରେ ବ୍ୟାପକ ଅନିୟମିତତା ଆଦି ପ୍ରସଙ୍ଗକୁ ନେଇ ଧବଳେଶ୍ୱରରେ ପୂଜକମାନେ ଧାରଣାରେ ବସିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ