Masthead

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ କରୋନା ପଜିଟିଭ୍

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): କାୟା ମେଲାଉଛି କରୋନା । ୨୪ ଘଣ୍ଟାରେ ରାଜ୍ୟରେ ୧୯୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କ ମୃତ୍ୟୁ ହୋଇଛି । ୧୫ ମୃତକଙ୍କ ମଧ୍ୟରୁ ଅନୁଗୁଳ, ମୟୂରଭଞ୍ଜରୁ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଢ଼େଙ୍କାନାଳ, ଭୁବନେଶ୍ୱରୁ ୨ଜଣ, କଟକ, ରାଉରକେଲା, ପୁରୀ,ସମ୍ବଲପୁର, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନାରେ ମୃତ୍ୟୁ ହୋଇଛି ।

୧୯୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୦୬, ବାଲେଶ୍ୱରରୁ ୭୩, ବରଗଡରୁ ୬୩, ଭଦ୍ରକରୁ ୪୬, ବଲାଙ୍ଗୀରରୁ ୬୩, ବୌଦ୍ଧରୁ ୧୨, କଟକରୁ ୧୫୦, ଦେବଗଡରୁ ୫, ଢ଼େଙ୍କାନାଳରୁ ୪୮, ଗଜପତିରୁ ୪, ଗଞ୍ଜାମ ୨୮, ଜଗତସିଂହପୁରରୁ ୯୯, ଯାଜପୁରରୁ ୭୨, ଝାରସୁଗୁଡାରୁ ୪୮, କଳାହାଣ୍ଡିରୁ ୮୨, କନ୍ଧମାଳରୁ ୪୮, କେନ୍ଦ୍ରାପଡାରୁ ୫୧, କେନ୍ଦୁଝରରୁ ୭୪, ଖୋର୍ଦ୍ଧାରୁ ୨୫୪, କୋରାପୁଟ୍ ୫୪, ମାଲକାନଗିରିରୁ ୧୬, ମୟୁରଭଞ୍ଜରୁ ୯୨, ନବରଙ୍ଗପୁରରୁ ୪୧, ନୟାଗଡରୁ ୩୩, ନୂଆପଡାରୁ ୬୩, ପୁରୀରୁ ୫୫, ରାୟଗଡାରୁ ୧୪, ସମ୍ବଲପୁର ୫୦, ସୋନପୁରରୁ ୨୦, ସୁନ୍ଦରଗଡରୁ ୯୯ ଓ ଷ୍ଟେଟପୋଲ ୫୦ ।

ରାଜ୍ୟରେ ଏଯାବତ ୪୧୯୯୫୦୮ଟି ସାମ୍ପୁଲ ପରୀକ୍ଷା ହୋଇଛି । ୨୭୬୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୯୩୨ ଆକ୍ଟିଭ କେସ ରହିଛି । ୨୫୪୯୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ