Masthead

ରାସ୍ତାରେ ପଡ଼ି ଜୀବନ ଗଲା

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ନାଲକୋ ଥାନା ଅନ୍ତର୍ଗତ କାଣ୍ଡଶର ଗୌଡ ସାହିଠାରେ ଏକ ମୃତଦେହ ଉଦ୍ଧାର କରିଛି ନାଲକୋ ପୋଲିସ । ମୃତକ ଜଣକ ଗୌତମ ବେହେରା (୪୦) ଘର ଜାମୁଣ୍ଡା ଜଙ୍ଗଲ ଅଞ୍ଚଳ ବୋଲି ଜଣାପଡ଼ିଛି । ସୂଚନା ମୁତାବକ ଗୌତମ ବେହେରା କାଣ୍ଡଶର ଗୌଡସାହିରେ ରହି ଦିନ ମଜୁରିଆ ଭାବରେ କାମ କରୁଥିଲେ । ରାସ୍ତାରେ ଆସୁଥିବା ସମୟରେ ଝୁଣ୍ଟିପଡ଼ି ତଳେ ପଡିଯାଇଥିଲେ ଓ ଘଟଣା ସ୍ଥଳରେ ହିଁ ତାଙ୍କ ମୃତ୍ୟୁ ଘଟିଛି । ଖବର ପାଇ ନାଲକୋ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରିଛି । ଶବ ବ୍ୟବେଚ୍ଛେଦ ପରେ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁର କାରଣ ଜଣାପଡିବ ବୋଲି ନାଲକୋ ପୋଲିସ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା