Masthead

ଯାଜପୁରରେ ବଣୁଆ ହାତୀ ଆତଙ୍କ

ଯାଜପୁର (ବଡ଼ ଖବର ବ୍ୟୁରୋ):ବଣୁଆ ହାତୀ ଆତଙ୍କରେ ଭୟଭୀତ ଗ୍ରାମବାସୀ । ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଅନ୍ତର୍ଗତ ରାହସୋଈ, ଖଣ୍ଡରା, ଚିତାଳ ଆଦି ଜନବସତି ଏବଂ ଚାଷ ଜମିରେ ବଣୁଆ ହାତୀର ଆତଙ୍କ ଦେଖାଦେଇଛି । ଦୁଇ ଦିନ ହେବ ବନବିଭାଗର ଏକ ସ୍ୱତନ୍ତ୍ର ଟିମ ହାତୀର ଗତିବିଧି ଉପରେ ନଜର ରଖିଛନ୍ତି । ହାତୀଟି କେତେ ବେଳେ ଜନବସତି ମୁହାଁ ହେଉଛି ତ, ଆଉ କେତେବେଳେ କ୍ଷେତରେ ଥିବା ପାଚିଲା ଧାନକୁ ନଷ୍ଟ କରିବାରେ ଲାଗିଛି । ଯାହାଫଳରେ ଯାଜପୁର ଦଶରଥପୁର ଅଞ୍ଚଳର ସାଧାରଣ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି । ଜଙ୍ଗଲ ଗୁଡିକୁ କାଟି ସଫା କରିଦେଉଥିବାରୁ ବନ୍ୟଜନ୍ତୁ ମାନେ ଗାଁ ମୁହାଁ ହେଉଛନ୍ତି ବୋଲି ବୁଦ୍ଧିଜୀବୀ ମାନେ ପ୍ରତିକ୍ରିୟା ରଖିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼