Masthead

ଦାଦନରେ ଓଡ଼ିଶା ଏକ ନମ୍ବର: ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଓଡ଼ିଶାରେ ଦାଦନ ସମସ୍ୟାକୁ ନେଇ ରାଜନୈତିକ ତୁମ୍ବି ତୋଫାନ ଲାଗିରହିଥିବା ବେଳେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ରାଜ୍ୟ ସରକାରଙ୍କୁ ଟାଗେର୍ଟ କରିଛନ୍ତି । ଦାଦନରେ ଓଡ଼ିଶା ଏକ ନମ୍ୱର୍। ରାଜ୍ୟରେ ଦିନକୁ ଦିନ ଦାଦନଙ୍କ ସଂଖ୍ୟା ବୃଦ୍ଧି ପାଉଛି କହିଛନ୍ତି ନରସିଂହ ମିଶ୍ର। ଗୃହରେ ଯେଉଁ ଉତ୍ତର ସରକାର ରଖିଛନ୍ତି ସମ୍ପୂର୍ଣ୍ଣ ମିଛ । ବଲାଙ୍ଗୀର ଜିଲ୍ଲାରୁ ଆରମ୍ଭ କରି ଅନ୍ୟ ଜିଲ୍ଲାରେ ସଂଖ୍ୟାର ଲମ୍ବା ତାଲିକା ରହିଛି। ଗୋଟେ ବି ଶିଳ୍ପ ଅନୁଷ୍ଠାନ ଗଢି ଉଠିନି। ସରକାରଙ୍କର ଏହା ଖାଲି ବାହାସ୍ପଟ ଛଡା ଆଉ କିଛି ନୁହେଁ ବୋଲି କହିଛନ୍ତି ନରସିଂହ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ