Masthead

ବାଇଶି ପାହାଚରେ ପଡି ଆହତ ହେଲେ ବୋଝିଆ

ପୁରୀ (ବଡ଼ ଖବର ବ୍ୟୁରୋ):ଶ୍ରୀମନ୍ଦିରରେ ଅଘଟଣ। ମହାପ୍ରସାଦ ବୋହୁଥିବା ସମୟରେ ବାଇଶି ପାହାଚ ନିକଟରେ ପଡ଼ି ଗୁରୁତର ଆହତ ହେଲେ ଜଣେ ବୋଝିଆ। ଗୁରୁତର ଆହତ ବୋଝିଆ ଜଣଙ୍କ ହେଉଛନ୍ତି କଣ୍ଠପୁର ଗ୍ରାମର ମୂଷା ବରାଳ।

ମୂଷାଙ୍କ ବେକ ଓ ଅଣ୍ଟାରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି । ମୂଷାଙ୍କୁ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା