Masthead

ପୁଣି ଥରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁଣି ଥରେ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି । ଆଜି ସଂଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବେ । ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜଭବନରେ ବିଶ୍ରାମ ନେବେ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଥିବା ବେଳେ, ପାରାଦୀପରେ ଗୋପବନ୍ଧୁ ଷ୍ଟାଡିୟମ ନିକଟ ହେଲିପ୍ୟାଡରେ ସେନାର ହେଲିକପ୍ଟର ମକଡ୍ରିଲ୍ କରିଛି। କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାରସିଂ ମଧ୍ୟ ପାରାଦୀପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ହେଲିପ୍ୟାଡରୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ଏସପିଙ୍କ ସମେତ ୩୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା