Masthead

ସବ-କଲେକ୍ଟର ଅଫିସ ଆଗରେ ହେବ ଆନ୍ଦୋଳନ

ରାଉରକେଲା (ବଡ଼ ଖବର ବ୍ୟୁରୋ):ଦାବି ପୂରଣ ନ ହେଲେ ସବ-କଲେକ୍ଟର ଅଫିସ ଆଗରେ ହେବ ଆନ୍ଦୋଳନ । ଏଭଳି ଚେତାବନୀ ଦେଇଛି ବିଜେପି କିଷାନ ମୋର୍ଚ୍ଚା । ଚାଷୀଙ୍କ ସମସ୍ୟାକୁ ନେଇ ରାଉରକେଲାରେ ଏକ ବୈଠକ ବସିଥିଲା । ସେପ୍ଟେମ୍ବର ୧ରେ ଧାନମଣ୍ଡି ଖୋଲାଯିବା ନେଇ ରାଜ୍ୟ ସରକାର ଘୋଷଣା କରିଥିଲେ । କିନ୍ତୁ ଏପର୍ଯ୍ୟନ୍ତ ମଣ୍ଡି ଖୋଲାଗଲା ନାହିଁ । ଫଳରେ ଚାଷୀମାନେ ଦଲାଲିମାନଙ୍କୁ ୧୩୦୦-୧୪୦୦ ଟଙ୍କାରେ ଧାନ ବିକୁଛନ୍ତି । ଧାନମଣ୍ଡି ସବୁ ଦିନ ଖୋଲିବାକୁ ଦାବି କରାଯାଇଛି । ଦାବି ପୂରଣ ନ ହେଲେ ନଭେମ୍ବର୨୯ ତାରିଖରେ ଆନ୍ଦୋଳନ କରିବ କୃଷକ ମୋର୍ଚ୍ଚା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ