Masthead

ବସ ରେଡିୱାଟର ଫାଟି ୭ରୁ ଅଧିକ ଲୋକ ଆହତ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ବସ ରେଡିୱାଟର ଫାଟି ୭ରୁ ଅଧିକ ଲୋକ ଆହାତ । ସମସ୍ତ ଆହତ ଜଗତସିଂହପୁର ମୁଖ୍ୟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି । ଏପରି ଘଟଣା ଦେଖିବାକୁ ମିଳିଛି ବାଲିକୁଦା ବ୍ଲକ ଅଣିଅଙ୍ଗ ନିକଟରେ । ସୂଚନା ଅନୁଯାଇ କଟକରୁ ତେନ୍ତୁଲିବେଲାରୀ ଅଭିମୁଖେ ଯାଉଥିବା ଅମ୍ବିକା ବସର ରେଡିୱାଟରଟି ଅଣିଅଙ୍ଗ ନିକଟରେ ବ୍ଲାଷ୍ଟ ହୋଇଯାଇଥିଲା । ଏହି ବ୍ଲାଷ୍ଟରେ ବସ ଆଗରେ ଥିବା ସାତରୁ ଉର୍ଦ୍ଧ ଲୋକ ଗୁରୁତର ଭାବେ ଆହାତ ହୋଇଛନ୍ତି । ତେବେ ଆହାତ ହୋଇଥିବା ଲୋକ ମାନଙ୍କୁ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଜଗତସିଂହପୁର ସଦର ମହକୁମା ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣା ଯାଇଥିଲେ । ସେଠାରେ ଆହାତ ହୋଇଥିବା ବ୍ୟକ୍ତି ମାନଙ୍କର ପ୍ରାଥମିକ ଚିକିତ୍ସା ଆରମ୍ଭ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ